Exodus 19:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତଳକୁ ୟାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସମାନେେ ମାେ ଆଡକୁ ଚାହିଁବେ ନାହିଁ କି ମାେ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ଯ କରେ ତବେେ ସେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।