Exodus 19:22 — Compare Translations

5 translations compared side by side

Odia - 1840
"ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହାଇେଥାନ୍ତି, ସମାନେେ ହିଁ ନିଜ ନିଜକୁ ପବିତ୍ର କରାନ୍ତୁ। ନ ହେଲ ସମାନେେ ଦଣ୍ଡ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ହିଁ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”