Exodus 19:23 — Compare Translations
5 translations compared side by side
Odia - 1840
"ତହିଁରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ଲୋକମାନେ ସୀନଯ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ ଆଜ୍ଞା ଦଇେ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”