Exodus 19:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଓହ୍ଲାଇ ୟାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନକରନ୍ତି, ନ ହେଲ ମୁଁ ସମାନଙ୍କେୁ ଦଣ୍ଡ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତାଙ୍କୁ କହିଲେ, ଯାଅ, ଓହ୍ଲାଅ; ପୁଣି ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)