Exodus 19:3 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଉପରକୁ ଚଢି ପରମେଶ୍ବରଙ୍କ ନିକଟକୁ ଗଲେ। ପରମେଶ୍ବର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ ତାକୁ କହିଲେ, ଏହି ସୂଚନା ଯାକୁବର ପରିବାର ଇଶ୍ରାୟେଲୀୟମାନଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ପରମେଶ୍ଵରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣକୁ ଏହା ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”