Exodus 19:4 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭମାନେେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ବାଜପକ୍ଷୀ ସଦୃଶ ଉଠାଇ ମାେ ପାଖକୁ ଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିରୂପେ ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।