Exodus 19:5 — Compare Translations

5 translations compared side by side

Odia - 1840
"ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେମାନେ ଯେବେ ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।