Exodus 19:6 — Compare Translations

5 translations compared side by side

Odia - 1840
"ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶଓ ଏକ ପବିତ୍ର ଗୋଷ୍ଠୀ ହେବନ୍ତଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପାଇଁ ତୁମ୍ଭେମାନେ ଯାଜକମାନଙ୍କର ଏକ ରାଜ୍ୟ ଏବଂ ପବିତ୍ର ରାଷ୍ଟ୍ର ହେବ।’ ମୋଶା, ଏହି ସମସ୍ତ କଥା ତୁମ୍ଭେ ଇସ୍ରାଏଲୀୟମାନଙ୍କୁ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ।