Exodus 19:7 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମାଶାେ ସମାନଙ୍କେୁ ପରମେଶ୍ବରଙ୍କର ଆଜ୍ଞା ସମସ୍ତଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ଵାରା ଆଦିଷ୍ଟ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।