Exodus 19:9 — Compare Translations

5 translations compared side by side

Odia - 1840
"ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ନିବିଡ ମେଘ ରେ ତୁମ୍ଭ ନକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣିପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ବାସ ରଖିବେ। ତୁମ୍ଭେ ସମାନଙ୍କେୁ ଯାହା କହିବ ସମାନେେ ତାହା ବିଶ୍ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିଲା ବେଳେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ପ୍ରତ୍ୟୟ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ । ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।” ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)