Exodus 2:10 — Compare Translations
5 translations compared side by side
Odia - 1840
"ସହେି ଶିଶୁଟି ବଢିବାକୁ ଲାଗିଲା ଏବଂ କିଛି ଦିନ ପରେ ସହେି ସ୍ତ୍ରୀ ଲୋକଟି ରାଜକନ୍ଯାକୁ ସହେି ଶିଶୁଟିକୁ ଫରୋଇ ଦଲୋ। ରାଜକନ୍ଯା ସହେି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମାଶାେ ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା । ତହିଁରେ ବାଳକ ତାହାର ପୁତ୍ର ହେଲା । ତେଣୁ ସେ ତାହାର ନାମ ମୋଶା (ଆକର୍ଷିତ) ଦେଲା; କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି । ମୋଶାଙ୍କର ମିଦୀୟନକୁ ପଳାୟନ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶିଶୁଟି ବଢ଼ିବାକୁ ଲାଗିଲା ଏବଂ କିଛି ଦିନ ପରେ ସେହି ସ୍ତ୍ରୀ ଲୋକଟି ରାଜକନ୍ୟାକୁ ସେହି ଶିଶୁଟିକୁ ଫେରାଇ ଦେଲା। ରାଜକନ୍ୟା ସେହି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା’ର ନାମ ମୋଶା ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”