Exodus 2:11 — Compare Translations

5 translations compared side by side

Odia - 1840
"ମାଶାେ ବଡ ହେଲେ। ସେ ତାଙ୍କର ନିଜର ଲୋକମାନଙ୍କୁ ଭଟେିଲେ ଏବଂ ଦେଖିଲେ, ଏବ୍ରୀଯ ଲୋକମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ଯ କରାଯାଉ ଅଛି। ଦିନେ ମାଶାେ ଦେଖିଲେ ଜଣେ ମିଶରୀଯ ଲୋକ ଜଣେ ଏବ୍ରୀଯ ଲୋକକୁ ପ୍ରହାର କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀକି ପ୍ରହାର କରୁଥିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରନ୍ତି ମୋଶା ବଡ଼ ହେଲେ। ସେ ତାଙ୍କର ନିଜର ଲୋକମାନଙ୍କୁ ଭେଟିଲେ ଏବଂ ଦେଖିଲେ, ଏବ୍ରୀୟ ଲୋକମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ୟ କରାଯାଉଅଛି। ଦିନେ ମୋଶା ଦେଖିଲେ ଜଣେ ମିଶରୀୟ ଲୋକ ଜଣେ ଏବ୍ରୀୟ ଲୋକକୁ ପ୍ରହାର କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।