Exodus 2:12 — Compare Translations

5 translations compared side by side

Odia - 1840
"ମାଶାେ ଚତୁପାଶର୍‌ବ ରେ କାହାରିକୁ ପାଇଲେ ନାହିଁ। ତେଣୁ ସଠାେରେ ମାଶାେ ସହେି ମିଶରୀଯ ଲୋକଟିକୁ ହତ୍ଯା କଲେ ଓ ସହେି ଲୋକଟିକୁ ସେ ସହେି ବାଲି ରେ ପୋତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଚତୁର୍ପାର୍ଶ୍ୱରେ କାହାରିକୁ ପାଇଲେ ନାହିଁ। ତେଣୁ ସେଠାରେ ମୋଶା ସେହି ମିଶରୀୟ ଲୋକଟିକୁ ହତ୍ୟା କଲେ ଓ ଲୋକଟିକୁ ସେ ବାଲିରେ ପୋତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।