Exodus 2:13 — Compare Translations

5 translations compared side by side

Odia - 1840
"ତା'ପର ଦିନ ମାଶାେ ଦୁଇଜଣ ଏବ୍ରୀଯ ଲୋକଙ୍କୁ ଦେଖିଲେ। ସମାନେେ ପରସ୍ପର ମଧିଅରେ କଳି କରୁଥିଲେ। ମାଶାେ ଦେଖିଲେ ସମାନଙ୍କେ ମଧ୍ଯରୁ ଜଣଙ୍କର ଦୋଷ ଥିଲା। ମାଶାେ ସହେି ଦୋଷୀ ଲୋକଟିକୁ କହିଲେ, ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ଵିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକକୁ କହିଲେ, ତୁମ୍ଭେ ଆପଣା ଭାଇକି କାହିଁକି ପ୍ରହାର କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ମୋଶା ଦୁଇଜଣ ଏବ୍ରୀୟ ଲୋକଙ୍କୁ ଦେଖିଲେ। ସେମାନେ ପରସ୍ପର ମଧ୍ୟରେ କଳି କରୁଥିଲେ। ମୋଶା ଦେଖିଲେ ସେମାନଙ୍କ ମଧ୍ୟରୁ ଜଣକର ଦୋଷ ଥିଲା। ମୋଶା ସେହି ଦୋଷୀ ଲୋକଟିକୁ କହିଲେ, “ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”