Exodus 2:15 — Compare Translations
5 translations compared side by side
Odia - 1840
"ତା'ପରେ ଫାରୋ ଜାଣିବାକୁ ପାଇଲେ ମାଶାେ ଯାହା କରିଥିଲେ। ତେଣୁ ସେ ମାଶାଙ୍କେୁ ହତ୍ଯା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମାଶାେ ଖସି ମିଦିଯନୀଯ ଦେଶକୁ ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ । ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇଗୋଟିଏ କୂପ ନିକଟରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଫାରୋ ଜାଣିବାକୁ ପାଇଲେ ମୋଶା ଯାହା କରିଥିଲେ। ତେଣୁ ସେ ମୋଶାଙ୍କୁ ହତ୍ୟା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମୋଶା ଖସି ମିଦିୟନ ଦେଶକୁ ପଳାଇଲେ। ମିଦିୟନରେ ମୋଶା ମୋଶା ସେଠାକୁ ଯାଇ ଏକ କୂପ ନିକଟରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।