Exodus 2:16 — Compare Translations

5 translations compared side by side

Odia - 1840
"ସଠାେରେ ଜଣେ ମିଦିଯନୀଯ ଯାଜକ ଥିଲେ, ଯାହାଙ୍କର ସାତାଟେି କନ୍ଯା ଥିଲେ। ସହେି କନ୍ଯାମାନେ ସହେି କୂପ ନିକଟକୁ ତାଙ୍କର ପିତାଙ୍କର ମଷେପଲ ପାଇଁ ପାଣି ନବୋକୁ ଆସିଥିଲେ। ସମାନେେ ପାଣି କାଢ଼ି ସହେି କୁଣ୍ଡଟିକୁ ପୁର୍ଣ୍ଣ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଦୀୟନୀୟ ଯାଜକର ସାତଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ିକୁଣ୍ତ ପରିପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଜଣେ ମିଦିୟନୀୟ ଯାଜକ ଥିଲେ, ଯାହାଙ୍କର ସାତୋଟି କନ୍ୟା ଥିଲେ। ସେହି କନ୍ୟାମାନେ ସେହି କୂପ ନିକଟକୁ ତାଙ୍କର ପିତାଙ୍କର ମେଷପଲ ପାଇଁ ପାଣି ନେବାକୁ ଆସିଥିଲେ। ସେମାନେ ପାଣି କାଢ଼ି ସେହି କୁଣ୍ଡଟିକୁ ପୂର୍ଣ୍ଣ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।