Exodus 2:17 — Compare Translations

5 translations compared side by side

Odia - 1840
"ଇତ୍ଯବସର ରେ ମଷେପାଳକମାନେ ଆସି ସମାନଙ୍କେୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମାଶାେ ସମାନଙ୍କେୁ ସାହାୟ୍ଯ କଲେ ଓ ସମାନଙ୍କେର ମଷେପଲକୁ ଜଳ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇତ୍ୟବସରରେ ମେଷପାଳକମାନେ ଆସି ସେମାନଙ୍କୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମୋଶା ସେମାନଙ୍କୁ ସାହାଯ୍ୟ କଲେ ଓ ସେମାନଙ୍କର ମେଷପଲକୁ ଜଳ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।