Exodus 2:18 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ତାଙ୍କର ପିତା ରୁଯଲଙ୍କେ ନିକଟକୁ ଫରେିଗଲେ। ସମାନଙ୍କେର ପିତା ତାଙ୍କୁ ପଚାରିଲେ, ତୁମ୍ଭମାନେେ ଆଜି ଏତେ ଶୀଘ୍ର କିପରି ଫରେି ଆସିଲ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ତାଙ୍କର ପିତା ରୂୟେଲଙ୍କ ନିକଟକୁ ଫେରିଗଲେ। ସେମାନଙ୍କର ପିତା ତାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଆଜି ଏତେ ଶୀଘ୍ର କିପରି ଫେରି ଆସିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”