Exodus 2:19 — Compare Translations

5 translations compared side by side

Odia - 1840
"କନ୍ଯାଗଣ ତାଙ୍କୁ ଉତ୍ତର ଦେଲେ, ହଁ, ମଷେପାଳକମାନେ ଆମ୍ଭକୁ ଘଉଡାଇ ଦେଉଥିଲେ, ମାତ୍ର ଏବ୍ରୀଯ ଲୋକ ଆମ୍ଭକୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢି ଆମ୍ଭର ମଷେମାନଙ୍କୁ ଜଳପାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
କନ୍ୟାଗଣ ତାଙ୍କୁ ଉତ୍ତର ଦେଲେ, “ହଁ, ମେଷପାଳକମାନେ ଆମ୍ଭକୁ ଘୋଉଡ଼ାଇ ଦେଉଥିଲେ, ମାତ୍ର ଏବ୍ରୀୟ ଲୋକ ଆମ୍ଭକୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢ଼ି ଆମ୍ଭର ମେଷମାନଙ୍କୁ ଜଳପାନ କରାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, “ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।”