Exodus 2:21 — Compare Translations

5 translations compared side by side

Odia - 1840
"ମାଶାେ ସହେି ଲୋକଟି ସହିତ ବାସ କରିବା ପାଇଁ ରାଜି ହେେଲ। ରୁଯଲେ ତାଙ୍କର କନ୍ଯା ସିପ୍ପୋରାକୁ ମାଶାଙ୍କେ ସହିତ ବିବାହ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେହି ଲୋକଟି ସହିତ ବାସ କରିବା ପାଇଁ ରାଜି ହେଲେ। ରୂୟେଲ ତାଙ୍କର କନ୍ୟା ସି‌ପ୍‌ପୋରାକୁ ମୋଶାଙ୍କ ସହିତ ବିବାହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍‍ପୋରାର ବିବାହ ଦେଲା।