Exodus 2:22 — Compare Translations

5 translations compared side by side

Odia - 1840
"ସିପ୍ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ। ମାଶାେ ତାଙ୍କର ନାମ ଗେର୍ଶୋମ ଦେଲେ, କାରଣ ସେ କହିଲେ, ମୁଁ ବିଦେଶ ରେ ବାସ କରି ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ୍ (ଅତ୍ର-ପ୍ରବାସୀ) ଦେଲେ; କାରଣ ସେ କହିଲେ, ମୁଁ ବିଦେଶରେ ପ୍ରବାସୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସି‌ପ୍‌ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ମୋଶା ତାଙ୍କର ନାମ ଗେର୍ଶୋମ୍ ଦେଲେ, କାରଣ ସେ କହିଲେ, “ମୁଁ ବିଦେଶରେ ବାସ କରି ଆସୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”