Exodus 2:23 — Compare Translations

5 translations compared side by side

Odia - 1840
"ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ହେତୁରୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ସାହାଯ୍ୟ କରିବାକୁ ନିର୍ଣ୍ଣୟ କଲେ ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।