Exodus 2:24 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ସେମାନଙ୍କ ଆର୍ତ୍ତସ୍ଵର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କର ଆତୁର ଡାକ ଶୁଣିଲେ ଓ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,