Exodus 2:25 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନଙ୍କ ପ୍ରତି ଧ୍ଯନ ଦେଲେ ଓ ସମାନଙ୍କେ ଅବସ୍ଥା ହୃଦଯଙ୍ଗମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କ ପ୍ରତି ଧ୍ୟାନ ଦେଲେ ଓ ସେମାନଙ୍କ ଅବସ୍ଥା ହୃଦୟଙ୍ଗମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।