Exodus 2:3 — Compare Translations

5 translations compared side by side

Odia - 1840
"ଯେତବେେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଚାଇ ପାରିଲା ନାହିଁ, ସେସ ଏକ ଟୋକଇେ ତିଆରି କରି ତଲେ ଓ ରାଳ ଲପନେ କଲା। ସେ ସହେି ବାଳକଟିକୁ ଟୋକଇେ ରେ ରଖିଲା ଏବଂ ନଦୀ ରେ ନଳବନ ମଝି ରେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନଦୀ ତୀରସ୍ଥ ନଳବନରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଗ୍ଭଇ ପାରିଲା ନାହିଁ, ସେ ଏକ ଟୋକେଇ ତିଆରି କରି ତେଲ ଓ ରାଳ ଲେପନ କଲା। ସେ ସେହି ବାଳକଟିକୁ ଟୋକେଇରେ ରଖିଲା ଏବଂ ନଦୀର ନଳବନ ମଝିରେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।