Exodus 2:4 — Compare Translations
5 translations compared side by side
Odia - 1840
"ସହେି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଳକ୍ଷ୍ଯ କରୁଥିଲା। ପିଲାଟିର କଣ ହବେ, ଏହା ଜାଣଇବା ପାଇଁ ଲକ୍ଷ୍ଯ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଲକ୍ଷ୍ୟ କରୁଥିଲା। ପିଲାଟିର କ’ଣ ହେବ, ଏହା ଜାଣିବା ପାଇଁ ଲକ୍ଷ୍ୟ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।