Exodus 2:5 — Compare Translations

5 translations compared side by side

Odia - 1840
"ଠିକ୍ ତା'ପରେ ଫାରୋଙ୍କର କନ୍ଯା ନଦୀକୁ ଗା ଧୋଇବକୁ ଗଲେ। ସେ ସହେି ନଳବନ ମଧିଅରେ ଟୋକଇଟେିକୁ ପାଇଲେ। ତାଙ୍କର ଚାକରମାନେ ସହେି ନଦୀ କୂଳ ରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସହେି ପଡେିଟିକୁ ଆଣିବା ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକି ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ । ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକି ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ତା’ପରେ ଫାରୋଙ୍କର କନ୍ୟା ନଦୀକୁ ଗାଧୋଇବାକୁ ଗଲେ। ସେ ସେହି ନଳବନ ମଧ୍ୟରେ ଟୋକେଇଟିକୁ ପାଇଲେ। ତାଙ୍କର ଗ୍ଭକରାଣୀମାନେ ସେହି ନଦୀ କୂଳରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସେହି ପେଡ଼ିଟିକୁ ଆଣିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।