Exodus 2:6 — Compare Translations

5 translations compared side by side

Odia - 1840
"ରାଜାଙ୍କର କନ୍ଯା ଯେତବେେଳେ ସହେି ଟୋକଇଟେିକୁ ଖାଲିେ ସହେି ଶିଶୁ ପୁତ୍ରକୁ ଦେଖିଲେ। ସହେି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା ପାଇଁ ବହୁତ ଦୁଃଖ କଲେ। ସେ କହିଲେ, ଏହି ପିଲାଟି ଏବ୍ରୀଯ ମଧ୍ଯରୁ ଜଣଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକ କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, ଏଇଟି ଏବ୍ରୀୟ ବାଳକ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
Odia IRV 2017 (ଓଡିଆ ବାଇବେଲ)
ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”