Exodus 2:7 — Compare Translations
5 translations compared side by side
Odia - 1840
"ତା'ପରେ ସହେି ଶିଶୁଟିର ଭଉଣୀ ରାଜାକନ୍ଯାଙ୍କୁ ପଚାରିଲା, ମୁଁ ୟାଇ ଏହି ଶିଶୁଟିକୁ ତା'ର ସ୍ତନ୍ଯପାନ କରାଇବା ପାଇଁ ଜଣେ ଏବ୍ରୀଯା ଧାତ୍ରୀକି ଆଣିପା ରେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକି ଡାକି ଆଣିବି?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଶିଶୁଟିର ଭଉଣୀ ରାଜକନ୍ୟାଙ୍କୁ ପଗ୍ଭରିଲା, “ମୁଁ ଯାଇ ଏହି ଶିଶୁଟିକୁ ତା’ର ସ୍ତନ୍ୟପାନ କରାଇବା ପାଇଁ ଜଣେ ଏବ୍ରୀୟା ଧାତ୍ରୀକି ଆଣିପାରେ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”