Exodus 2:8 — Compare Translations
5 translations compared side by side
Odia - 1840
"ରାଜାଙ୍କର କନ୍ଯା କହିଲା, ହଁ, ଦୟାକରି ଡାକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋଙ୍କର କନ୍ୟା କହିଲା, ଯାଅ; ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର କନ୍ୟା କହିଲେ, “ହଁ, ଦୟାକରି ଡାକ।” ତେଣୁ ସେହି ବାଳିକାଟି ଯାଇ ତା’ର ମାକୁ ଡାକି ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।