Exodus 2:9 — Compare Translations

5 translations compared side by side

Odia - 1840
"ରାଜାଙ୍କର ଝିଅ ସହେି ମା'ଟିକୁ କହିଲା, ଏହି ଶିଶୁଟିକୁ ନିଅ ଏବଂ ମାେ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଫାରୋଙ୍କର କନ୍ୟା ତାହାକୁ କହିଲା, ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବର୍ତ୍ତନ ଦେବି; ତହିଁରେ ସେ ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ଝିଅ ସେହି ମା’ଟିକୁ କହିଲେ, “ଏହି ଶିଶୁଟିକୁ ନିଅ ଏବଂ ମୋ’ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦେବି।” ତେଣୁ ସେହି ସ୍ତ୍ରୀ ଲୋକଟି ଶିଶୁଟିକୁ ନେଲା ଏବଂ ତାକୁ ଲାଳନ ପାଳନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।