Exodus 20:1 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଏହିସବୁ କଥା କହିଲେ, ଯଥା-
Odia Bible ERV 2004 (ପବିତ୍ର ବାଇବଲ)
ଦଶ ଆଜ୍ଞା ଏହା ପରେ ପରମେଶ୍ୱର କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା-