Exodus 20:10 — Compare Translations
5 translations compared side by side
Odia - 1840
"ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)