Exodus 20:11 — Compare Translations

5 translations compared side by side

Odia - 1840
"ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।