Exodus 20:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।