Exodus 20:18 — Compare Translations

5 translations compared side by side

Odia - 1840
"ସେତବେେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀ ଧ୍ବନି ଓ ଧୂମୟୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସମାନେେ କମ୍ପିତ ହାଇେ ଦୂର ରେ ଠିଆ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରମେଶ୍ୱରଙ୍କୁ ଭୟ କଲେ ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।