Exodus 20:19 — Compare Translations
5 translations compared side by side
Odia - 1840
"ଆଉ ସମାନେେ ମାଶାଙ୍କେୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”