Exodus 20:2 — Compare Translations

5 translations compared side by side

Odia - 1840
"ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”