Exodus 20:21 — Compare Translations
5 translations compared side by side
Odia - 1840
"ଲୋକମାନେ ସେତବେେଳେ ସହେି ପବିତ୍ର ପର୍ବତଠାରୁ ଦୂର ରେ ରହିଲେ, ଯେ ତବେଳେ ମାଶାେ ସହେି ପର୍ବତ ଉପରକୁ, ଘନ ମେଘ ମଧ୍ଯକୁ ପରମେଶ୍ବରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଲୋକମାନେ ଦୂରରେ ଛିଡ଼ା ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ଵର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।