Exodus 20:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଲୋକମାନଙ୍କୁ ଏହି କଥା କୁହ, ଆମ୍ଭେ ସ୍ବର୍ଗ ରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭମାନେେ ଦେଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।