Exodus 20:23 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ଆମ୍ଭର ପ୍ରତିୟୋଗୀ ଅନ୍ୟ ଦବେତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରେ ୗପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତୀ ନିର୍ମାଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ଵର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ ଅନ୍ୟ ଦେବତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରୌପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତି ନିର୍ମାଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।