Exodus 20:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି ତହିଁ ଉପରେ ତୁମ୍ଭର ମେଷଗବାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
Odia IRV 2017 (ଓଡିଆ ବାଇବେଲ)