Exodus 20:25 — Compare Translations

5 translations compared side by side

Odia - 1840
"ଯବେେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବଦେୀ ନିର୍ମାଣ କରିବ, ତବେେ ଖାଦେିତ ପ୍ରସ୍ତର ରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହବେ। ଏହା ଆଉ ଗ୍ରହଣ ଯୋଗ୍ଯ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହେବ। ଏହା ଆଉ ଗ୍ରହଣ ଯୋଗ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।