Exodus 20:26 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବଦେୀ ଉପରେ ଯମେନ୍ତ ଅନାବୃତ ନହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦଇେ ଆମ୍ଭ ୟଜ୍ଞବଦେୀ ଉପରକୁ ଉଠିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।”