Exodus 20:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।