Exodus 20:4 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।