Exodus 20:6 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।