Exodus 20:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।