Exodus 21:1 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ଏଗୁଡିକ ହେଉଛି ଅନ୍ଯାନ୍ଯ ବ୍ଯବସ୍ଥା ତୁମ୍ଭେ ଲୋକମାନଙ୍କୁ ଜଣାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଏହିସବୁ ଶାସନ ସେମାନଙ୍କର ଜ୍ଞାନଗୋଚର କରିବ । ଯଥା-
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟାନ୍ୟ ବ୍ୟବସ୍ଥା ଓ ଆଜ୍ଞା ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଏଗୁଡ଼ିକ ହେଉଛି ଅନ୍ୟାନ୍ୟ ବ୍ୟବସ୍ଥା ତୁମ୍ଭେ ଲୋକମାନଙ୍କୁ ଜଣାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା,
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-