Exodus 21:10 — Compare Translations
5 translations compared side by side
Odia - 1840
"ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତବେେ ସେ ପ୍ରଥମ ସ୍ତ୍ରୀକୁ କବେେ ଅସୁବିଧ ରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ଯ ଯଥା: ଖାଦ୍ୟ, ବସ୍ତ୍ ରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟର ତ୍ରୁଟି କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତେବେ ସେ ପ୍ରଥମ ସ୍ତ୍ରୀକୁ କେବେ ଅସୁବିଧାରେ ପକାଇବ ନାହିଁ। ତା’ର ବିବାହୋଚିତ କର୍ତ୍ତବ୍ୟ ଯଥା: ଖାଦ୍ୟ, ବସ୍ତ୍ରରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।